Advertisment

ପୋଲିସ୍‌ ଡିଜି ଭାବେ ଦାୟିତ୍ୱ ନେଲେ ଅରୁଣ ଷଡ଼ଙ୍ଗୀ

ବର୍ତ୍ତମାନର ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆଜି ସରିଥିବାବେଳେ ୧୯୯୦ ବ୍ୟାଚ୍‌ର IPS ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

author-image
Tanmay Kumar Mahalik
Odisha DGP

Odisha DGP

ରାଜ୍ୟ ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ଆଇପିଏସ୍ ଅରୁଣ ଷଡଙ୍ଗୀ । ପୋଲିସ ଡିଜି ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି । ବର୍ତ୍ତମାନର ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆଜି ସରିଥିବାବେଳେ ୧୯୯୦ ବ୍ୟାଚ୍‌ର IPS ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

Advertisment

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ । ଏଥିସହ ସହ ସେ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ନିୟମିତ ଡିଜିପି ନିଯୁକ୍ତି ଯାଏଁ ଦାୟିତ୍ୱରେ ରହିବେ ଅରୁଣ ଷଡ଼ଙ୍ଗୀ ।

Odisha DGP
Advertisment
Advertisment