Odisha DGP
Advertisment
ରାଜ୍ୟ ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ଆଇପିଏସ୍ ଅରୁଣ ଷଡଙ୍ଗୀ । ପୋଲିସ ଡିଜି ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି । ବର୍ତ୍ତମାନର ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆଜି ସରିଥିବାବେଳେ ୧୯୯୦ ବ୍ୟାଚ୍ର IPS ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
Advertisment
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ । ଏଥିସହ ସହ ସେ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ନିୟମିତ ଡିଜିପି ନିଯୁକ୍ତି ଯାଏଁ ଦାୟିତ୍ୱରେ ରହିବେ ଅରୁଣ ଷଡ଼ଙ୍ଗୀ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Odisha_DGP_1704022653.jpg)