/odishatv-khabar/media/post_attachments/uploadimage/library/16_9/16_9_0/IMAGE_1659273232.jpg)
Market Building
ଉତ୍ତେଜନା ପରେ ବନ୍ଦ ହେଲା ଭୁବନେଶ୍ୱର ମାର୍କେଟ ବିଲ୍ଡିଂ । ମାର୍କେଟ ବିଲ୍ଡିଂ ବନ୍ଦ ରଖିବାକୁ ବ୍ୟବସାୟୀ ସଂଘର ଘୋଷଣା । ଅନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଦୋକାନ ବନ୍ଦ ରଖିବାକୁ ସଂଘର ନିଷ୍ପତ୍ତି । ସ୍ଥାୟୀ ଓ ଅସ୍ଥାୟୀ ଦୋକାନୀଙ୍କ ମଧ୍ୟରେ ଉତ୍ତେଜନା ପରେ ବନ୍ଦ । କିଛିଦିନ ତଳେ ଅସ୍ଥାୟୀ ଦୋକାନୀଙ୍କୁ ଉଠାଇଥିଲା BMC । ଅସ୍ଥାୟୀ ଦୋକାନୀ ପୁଣି ବସିବାରୁ ଉତ୍ତେଜନା ସୃଷ୍ଟି ହୋଇଥିଲା । ଅସ୍ଥାୟୀ ଦୋକାନୀଙ୍କୁ ସଂପୂର୍ଣ୍ଣ ହଟାଇବା ଲାଗି ବ୍ୟବସାୟୀ ସଂଘର ଦାବି । ଅସ୍ଥାୟୀ ଦୋକାନୀଙ୍କୁ ନହଟାଇବା ଯାଏଁ ମାର୍କେଟ ବିଲ୍ଡିଂ ବନ୍ଦ ରଖିବାକୁ ସଂଘର ନିଷ୍ପତ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)