Advertisment

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର

କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୭ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇବେ ବୋଲି ଆକଳନ ହୋଇଛି।

Big Announcement For Kendu Leaf Pluckers

Big Announcement For Kendu Leaf Pluckers

Advertisment

କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ, ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଞ୍ଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କରାଯାଇଛି।

Advertisment

ଏହାଦ୍ୱାରା ରାଜ୍ୟର ୭ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇବେ ବୋଲି ଆକଳନ ହୋଇଛି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଜନଜାତି ମହିଳା ଅଛନ୍ତି। ଏହାସହ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ୧୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଫଳରେ ୭ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ଅନ୍ୟ କର୍ମଚାରୀ ଉପକୃତ ହେବେ।  

Odisha Govt Kendu Leaf Kendu Leaf Pluckers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ