/odishatv-khabar/media/post_attachments/uploadimage/library/16_9/16_9_0/IMAGE_1637163117.jpg)
Sudhansu Sarangi
ଭୁବନେଶ୍ୱର: IPS ସ୍ତରରେ ପୁଣି ଏକ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବିନୟାନନ୍ଦ ଝା ହେଲେ ଗୃହ ବିଭାଗ OSD । ପୂର୍ବତନ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ହେଲେ ADG ରେଲେୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରିଟି । ପ୍ରାଣବିନ୍ଦୁ ଆଚାର୍ଯ୍ୟଙ୍କୁ ଏଡିଜି OHRC ଦାୟିତ୍ୱ । ସୈଫିନ ଅହମ୍ମଦ କେ.ହେଲେ IG ଫାୟାର ସର୍ଭିସ ଓ ହୋମ୍ ଗାର୍ଡ । ଏଲ୍ ଦିବ୍ୟା ଭି. ହେଲେ ଢେଙ୍କାନାଳ ଏସ୍ପି ।
Advertisment
ସୁଧାଂଶୁ ଷଢ଼ଙ୍ଗୀଙ୍କୁ କିଛି ଦିନ ପୂର୍ବେ, ପୋଲିସ କମିଶନର ପଦବୀରୁ ବଦଳୀ କରାଯାଇ ପୋଲିସ ଗୃହ ନିର୍ମାଣର ସିଏମ୍ଡି କରାଯାଇଥିଲା । ଏହାପରେ ତାଙ୍କୁ ଗୃହ ବିଭାଗର ଓଏସ୍ଡି ଭାବେ ନିଯୁକ୍ତି ଦିଆଯାଇଥିଲା । ଏବେ ତାଙ୍କର ପୁଣି ରେଳବାଇ ପୋଲିସକୁ ବଦଳୀ ହୋଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)