Advertisment

IPS ସ୍ତରରେ ଅଦଳବଦଳ, ପୁଣି ବଦଳିଲେ ସୁଧାଂଶୁ ଷଢ଼ଙ୍ଗୀ

ସୁଧାଂଶୁ ଷଢ଼ଙ୍ଗୀଙ୍କୁ କିଛି ଦିନ ପୂର୍ବେ, ପୋଲିସ କମିଶନର ପଦବୀରୁ ବଦଳୀ କରାଯାଇ ପୋଲିସ ଗୃହ ନିର୍ମାଣର ସିଏମ୍‌ଡି କରାଯାଇଥିଲା । ଏହାପରେ ତାଙ୍କୁ ଗୃହ ବିଭାଗର  ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଥିଲା । ଏବେ ତାଙ୍କର ପୁଣି ରେଳବାଇ ପୋଲିସକୁ ବଦଳୀ ହୋଇଛି ।

ଅଦ୍ୟତନ ହୋଇଛି
Sudhansu Sarangi

Sudhansu Sarangi

Advertisment

ଭୁବନେଶ୍ୱର: IPS ସ୍ତରରେ ପୁଣି ଏକ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବିନୟାନନ୍ଦ ଝା ହେଲେ ଗୃହ ବିଭାଗ OSD । ପୂର୍ବତନ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ହେଲେ ADG ରେଲେୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରିଟି । ପ୍ରାଣବିନ୍ଦୁ ଆଚାର୍ଯ୍ୟଙ୍କୁ ଏଡିଜି OHRC ଦାୟିତ୍ୱ । ସୈଫିନ ଅହମ୍ମଦ କେ.ହେଲେ IG ଫାୟାର ସର୍ଭିସ ଓ ହୋମ୍ ଗାର୍ଡ । ଏଲ୍ ଦିବ୍ୟା ଭି. ହେଲେ ଢେଙ୍କାନାଳ ଏସ୍‌ପି ।

Advertisment

ସୁଧାଂଶୁ ଷଢ଼ଙ୍ଗୀଙ୍କୁ କିଛି ଦିନ ପୂର୍ବେ, ପୋଲିସ କମିଶନର ପଦବୀରୁ ବଦଳୀ କରାଯାଇ ପୋଲିସ ଗୃହ ନିର୍ମାଣର ସିଏମ୍‌ଡି କରାଯାଇଥିଲା । ଏହାପରେ ତାଙ୍କୁ ଗୃହ ବିଭାଗର  ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଥିଲା । ଏବେ ତାଙ୍କର ପୁଣି ରେଳବାଇ ପୋଲିସକୁ ବଦଳୀ ହୋଇଛି ।

IPS Reshuffle
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ