Advertisment

ଜଳିଗଲା RWSSର କୋଟିକୋଟି ଟଙ୍କାର ପାଣି ପାଇପ

ନିଆଁ ଲାଗି ଜଳିଗଲା କୋଟିକୋଟି ଟଙ୍କାର ପାଣି ପାଇପ ।

water pipe

water pipe

Advertisment

ଜଳିଗଲା କୋଟିକୋଟି ଟଙ୍କାର ପାଣି ପାଇପ । ସୁବର୍ଣ୍ଣପୁର ଜିଲ୍ଲା ବେହେରାମାଲ ପଞ୍ଚାୟତ ଲଙ୍ଗଳକଣ୍ଟା ଗାଁରେ ଏମିତି ଦୃଶ୍ୟ ଦେଖିବାକୁ ମିଳିଛି । କେହି ବିଲରେ ନଡା ପୋଡିବା ପାଇଁ ନିଆଁ ଲଗାଇଥିବା ବେଳେ ପାଖରେ ଥିବା ମେଗା ପାଣି ପ୍ରୋଜେକଟ ପାଇଁ ଗଛିତ ଥିବା RWSSର କୋଟିକୋଟି ଟଙ୍କାର ପାଇପ ପୋଡି ପାଉଁଶ ହୋଇଯାଇଛି ।

Advertisment

ନିଆଁ ଏତେ ଭୟଙ୍କର ହୋଇଯାଇଛି ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ରାମପୁର ଏବଂ ଡୁଙ୍ଗୁରିପାଲି ଅଗ୍ନିଶମ ବାହିନୀର ତିନିଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରୁଛି ।

Subarnapur
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ