Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସାନ ପୁଅ ବିରଞ୍ଚି ମୁର୍ମୁଙ୍କ ଜନ୍ମ ବାର୍ଷିକୀ ପାଳିତ

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏସଏଲ୍ଏସ ବିଦ୍ୟାଳୟର ଉପସଭାପତି ସତୀଶ ଚନ୍ଦ୍ର ପ୍ରତିହାରୀ, ପାହାଡ ପୁର ସରପଞ୍ଚ ରୁକ୍ମଣୀ ମୁର୍ମୁ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହ ପାହାଡପୁରର ଗ୍ରାମବାସୀ ଉପସ୍ଥିତ ଥିଲେ ।

ଅଦ୍ୟତନ ହୋଇଛି
SLS residential School

SLS residential School

Advertisment

ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ ପାହାଡ଼ପୁର ଗ୍ରାମର ଏସଏଲଏସ ଆବାସିକ ବିଦ୍ୟାଳୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସାନ ପୁଅ ସ୍ୱର୍ଗତ ବିରଞ୍ଚି ମୁର୍ମୁଙ୍କ ଜନ୍ମ ବାର୍ଷିକୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏସଏଲ୍ଏସ ବିଦ୍ୟାଳୟର ଉପସଭାପତି ସତୀଶ ଚନ୍ଦ୍ର ପ୍ରତିହାରୀ, ପାହାଡ ପୁର ସରପଞ୍ଚ ରୁକ୍ମଣୀ ମୁର୍ମୁ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହ ପାହାଡପୁରର ଗ୍ରାମବାସୀ ଉପସ୍ଥିତ ଥିଲେ ।

Advertisment

ଏହି କାର୍ଯ୍ୟକ୍ରମରେ ଦ୍ରୌପଦୀ ମୁର୍ମୁଙ୍କ ସାନ ପୁଅ ସ୍ୱର୍ଗତ ବିରଞ୍ଚି ମୁର୍ମୁଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଭଗବାନଙ୍କ ନିକଟରେ ସମସ୍ତେ ପ୍ରାର୍ଥନା କରିଥିଲେ । ପରେ, ପାହାଡପୁର ସରପଞ୍ଚ ରୁକ୍ମଣୀ ମୁର୍ମୁ ଗ୍ରାମବାସୀଙ୍କୁ ଚାଷ ପାଇଁ ବିହନ ଓ କିଛି ଗଛ ଚାରା ବଣ୍ଟନ କରିଥିଲେ ।

Birthday Celebration
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ