କଲରା ଚାଷ କରି ହୁଅନ୍ତୁ ଲାଭବାନ

କଲରାରେ ଅଧିକ ଲୌହ ଭିଟାମିନ ଏବଂ ଅନେକ ଔଷଧୀୟ ଗୁଣ ଭରି ରହିଛି । ମଧ୍ୟମେହ ରୋଗୀଙ୍କ ପାଇଁ ଏହାର ପତ୍ର ଅତି ଦରକାରୀ । ଜଳବାୟୁ ସାଧାରଣତଃ ଶୀତଦିନ ବ୍ୟତୀତ ଅନ୍ୟ ସମସ୍ତ ସମୟ ଯଥା ଖରାଦିନେ ଏବଂ ବର୍ଷାଦିନେ କଲରା ଚାଷ କରାଯାଇପାରିବ ।

Bitter gourd cultivation

News Summary

କଲରା ଚାଷ କରି ଲାଭବାନ ହୁଅନ୍ତୁ

ଭଲ କଲରା ଉତ୍ପାଦନ କରିବାକୁ ହେଲେ ଏହାର କିସମ ଉପରେ ବିଶେଷ ଭାବରେ ଧ୍ୟାନ ଦେବା ନିହାତି ଦରକାର ପଡିଥାଏ । ତେଣୁ ସମୟ ଅନୁଯାୟୀ କିସମ ଚୟନ୍ନ ଅର୍ଥାତ୍ ଖରାଦିନିଆ କଲରା ଚାଷ କରୁଥିଲେ । ଖରାଦିନିଆ କସମ ଚୟନ କରିବା ଆବଶ୍ୟକ ।

ମଞ୍ଜି ଲଗାଇବା ସମୟରେ କ’ଣ କରିବେ:

ଅମଳ:

ମଞ୍ଜି ଲଗାଇବାର ୫୦ରୁ ୬୦ ଦିନରେ କଲରା ଅମଳ ଉପଯୋଗୀ ହୋଇଥାଏ । କଞ୍ଚା ଅବସ୍ଥାରେ କଲରାକୁ ହାତରେ ନ ଛିଣ୍ଡାଇ ଉନ୍ନତମାନର ଦଆ ସାହାଯ୍ୟରେ କାଟନ୍ତୁ । ଏକର ପିଛା ୪୦-୫୦ କୁଇଣ୍ଟାଲ ମିଳିବା ସଙ୍ଗେ ସଙ୍ଗେ ହେକ୍ଟର ପିଛା ୮-୧୦ ଟନ ପର୍ଯ୍ୟନ୍ତ ଅମଳ ମିଳିଥାଏ ।