• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ରାଜଧାନୀ ଭୁବନେଶ୍ୱରର କାନ୍ଥବାଡ଼ କିମ୍ବା ବିଦ୍ୟୁତ୍‌ ଖୁଣ୍ଟରେ TO-LET ଲେଖୁଛନ୍ତି କି ? ତା’ହେଲେ ସାବଧାନ ! କାରଣ  ଭୁବନେଶ୍ୱର ସହରରେ କାନ୍ଥବାଡ଼ ଏବଂ ବିଦ୍ୟୁତ୍‌ ଖୁଣ୍ଟରେ TO-LET  ବିଜ୍ଞାପନ ଲଗାଇଥିବାରୁ ହଜାରେ ନୁହେଁ କି ୨ ହଜାର ନୁହଁ ୩ ଜଣଙ୍କ ଠାରୁ ୫୦ ହଜାର ଟଙ୍କା ଲେଖାଏ ଫାଇନ କରିଛି BMC(ଭୁବନେଶ୍ୱର ମହାନଗର ନିଗମ) ।

BMC କେବଳ ଫାଇନ ଆଦାୟ କରିନି ବରଂ ବିଜ୍ଞାପନ ଲଗାଇଥିବା ସଂସ୍ଥା ନାମରେ ଥାନାରେ ଏତଲା ବି ଦେଇଛି ।  କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ TO-LET  ବିଜ୍ଞାପନ ଲଗାଇ ଲୋକଙ୍କଠାରୁ ଠକେଇ ସହ ହଇରାଣ କରୁଥିବା ନେଇ ଅଭିଯୋଗ ହୋଇଥିଲା । ଏହାପରେ ବିଏମ୍‌ସି ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରିଛି । 

  • Reported by:
  • BIBARTAN PANDA

OTV is now on Whatsapp

Join and get latest news update delivered to you via whatsapp

Join Now