• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

କାଉଡ଼ିଆଙ୍କ ପାଇଁ ବଡ଼ ଖବର । ଏଣିକି ଧବଳେଶ୍ୱର ପୀଠକୁ ବାହୁଙ୍ଗି ନେଇ ଯାଇପାରିବେ ନାହିଁ କାଉଡ଼ିଆ । ଶ୍ରାବଣ ମାସରେ ଧବଳେଶ୍ୱର ପୀଠକୁ କାଉଡ଼ିଆମାନେ ବାହୁଙ୍ଗି ଆଣିବାକୁ ବାରଣ କରାଯାଇଛି । ଝୁଲାପୋଲ ପର୍ଯ୍ୟନ୍ତ କାଉଡ଼ିଆ ବାହୁଙ୍ଗି ନେଇପାରିବେ, ହେଲେ ଆଉ ଭିତରକୁ ନେଇପାରିବେନାହିଁ । ସେହିଠାରେ ହିଁ ବାହୁଙ୍ଗି ରଖିବେ । ଝୁଲାପୋଲ ଦେଇ କେବଳ ପାଣି କଳସ ଓ ଭୋଗ ନେଇ ଶ୍ରଦ୍ଧାଳୁ ଯିବେ । ଏନେଇ ସୂଚନା ଦେଇଛନ୍ତି ଆଠଗଡ଼ ଉପଜିଲ୍ଲାପାଳ  ।