/odishatv-khabar/media/post_attachments/uploadimage/library/16_9/16_9_0/IMAGE_1641827827.jpg)
Cabinet Meeting
ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ବେଳେ ବସିବ ଏହି ବୈଠକ । ଏଥିରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
Advertisment
ପୂର୍ତ୍ତ, କୃଷି, ନଗର ଉନ୍ନୟନ ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିବା ନେଇ ଆଶା କରାଯାଉଛି । ତେଣୁ ଆଜିର କ୍ୟାବିନେଟ ବୈଠକ ଉପରେ ସମସ୍ତଙ୍କ ରହିଛି ନଜର ରହିଥିବା ଜଣାପଡିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)