ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ବେଳେ ବସିବ ଏହି ବୈଠକ ।

Cabinet Meeting

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ବେଳେ ବସିବ ଏହି ବୈଠକ । ଏଥିରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ପୂର୍ତ୍ତ, କୃଷି, ନଗର ଉନ୍ନୟନ ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିବା ନେଇ ଆଶା କରାଯାଉଛି । ତେଣୁ ଆଜିର କ୍ୟାବିନେଟ ବୈଠକ ଉପରେ ସମସ୍ତଙ୍କ ରହିଛି ନଜର ରହିଥିବା ଜଣାପଡିଛି ।