IAS Krishan Kumar
ବଦଳିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କାରଣ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ଆଇଏଏସ୍ ଅଫିସର କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ । କେନ୍ଦ୍ରୀୟ ଡେପୁଟେସନ୍ରେ ଯାଇ କେନ୍ଦ୍ର ବାଣିଜ୍ୟ ବିଭାଗ ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ କ୍ରିଷନ କୁମାର । ସେ ଏବେ ରାଜ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଉଛନ୍ତି । ତେବେ କେନ୍ଦ୍ରୀୟ ଡେପୁଟେସନ୍ରେ ଯିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଗକୁ ଦେଖିବାକୁ ବାକି ରହିଲା ଯେ, କ୍ରିଷନ କୁମାର ଓଡ଼ିଶା ଛାଡ଼ି ଯାଉଛନ୍ତି ନା ନାହିଁ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)