ଅଦ୍ୟତନ ହୋଇଛି
Lightning Strike
Advertisment
ବଜ୍ରାଘାତରେ ଘଟିଲା ଅଘଟଣ । ଏଥିରେ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିବା ସୂଚନା ମିଳିଛି । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍ ଅନ୍ତର୍ଗତ ସିଲପଡ଼ା ଗାଁରେ ସମସ୍ତେ ଘରେ ଥିବା ବେଳେ ବଜ୍ରାଘାତ ହୋଇଛି ।
Advertisment
ବଜ୍ରାଘାତରେ ପରିବାରର ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆଯାଇଛି । ଆହତଙ୍କ ମଧ୍ୟରେ ଜଣେ ଦେଢ଼ ବର୍ଷର ଶିଶୁ ରହିଛି । ସମସ୍ତ ଆହତଙ୍କୁ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1652790997.jpg)