/odishatv-khabar/media/post_attachments/uploadimage/library/16_9/16_9_0/IMAGE_1650170903.jpg)
Devotee dies After Falling Unconscious
ଜଗା ଦର୍ଶନ ହେଲା ଶେଷ ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ କରୁଥିବା ବେଳେ ବିମଳା ମନ୍ଦିର ନିକଟରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଛତିଶଗଡ଼ରୁ ଶ୍ରୀମନ୍ଦିର ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛତିଶଗଡ଼ର ୱାଇ.ଜି. ମୂର୍ତ୍ତି(୭୨)।
Advertisment
ସୂଚନା ଅନୁସାରେ, ଜଗା ଦର୍ଶନ ପାଇଁ ୱାଇ.ଜି. ଛତିଶଗଡ଼ରୁ ପୁରୀ ଆସିଥିଲେ। ଶ୍ରୀମନ୍ଦିରରେ ଦର୍ଶନ କରୁଥିବା ବେଳେ ବିମଳା ମନ୍ଦିର ନିକଟରେ ସେ ଅଚେତ ହୋଇ ପଡିଥିଲେ।
ଏହାପରେ ପରିବାର ଲୋକେ ତୁରନ୍ତ ତାଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କେଉଁ କାରଣ ପାଇଁ ହଠାତ୍ ତାଙ୍କର ମୃତ୍ୟୁ ହେଲା ସେ ସମ୍ପର୍କରେ ଖୋଳତାଡ଼ ଆରମ୍ଭ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)