/odishatv-khabar/media/post_attachments/uploadimage/library/16_9/16_9_0/IMAGE_1647754154.jpg)
devotees can also visit puri temple
କୋଭିଡ୍ କଟକଣା କୋହଳ ହେବା ପରେ ଆଜି ରବିବାର ମଧ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଏଣିକି ଆଜିଠୁ ସପ୍ତାହର ସବୁ ଦିନ ଭଳି ପ୍ରତି ରବିବାର ବି ଭକ୍ତଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର। ଆଜି ରବିବାର, ଆଜି ମଧ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଣିକି ଆଜିଠୁ ସପ୍ତାହର ସବୁ ଦିନ ଭଳି ପ୍ରତି ରବିବାର ବି ଭକ୍ତଙ୍କ ପାଇଁ ଖୋଲାରହିବ ଶ୍ରୀମନ୍ଦିର ।
Advertisment
କୋଭିଡ କଟକଣା ଯୋଗୁ ଶ୍ରୀମନ୍ଦିର ସାନିଟାଇଜ କରିବା ପାଇଁ ଗତ ଦୁଇ ବର୍ଷ ଧରି ରବିବାର ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହୁଥିଲା l ହେଲେ ଆଜି ରବିବାରରେ ମଧ୍ୟ ଖୋଲା ରହିଛି ଶ୍ରୀମନ୍ଦିର । ଏଣିକି ଶ୍ରୀମନ୍ଦିର ପାଇଁ କୋଭିଡ ଗାଇଡ ଲାଇନରେ କୋହଳନୀତି ଅବଲମ୍ବନ କରାଯାଇଛି । ଗତ ୧୨ ତାରିଖରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ ବସିଥିବା ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତି ନିଆଯାଇଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)