Advertisment

ସକାଳୁ ସକାଳୁ ଥରିଲା କୋରାପୁଟ

ଆଜି ସକାଳୁ ସକାଳୁ କୋରାପୁଟରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୩.୮ ରେକର୍ଡ କରାଯାଇଛି।

ଅଦ୍ୟତନ ହୋଇଛି
Earthquake Hits In Koraput

Earthquake Hits In Koraput

Advertisment

ଆଜି ସକାଳୁ ସକାଳୁ କୋରାପୁଟ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ନାରାୟଣପାଟଣା ଓ ଲକ୍ଷ୍ମୀପୁର ଆଖପାଖ ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି। ସକାଳ ୫ଟା ୫ ମିନିଟରେ ଭୂକମ୍ପ ହୋଇଥିଲା।

Advertisment

ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୩.୮ ଥିବାବେଳେ ଭୂକମ୍ପର କେନ୍ଦ୍ରସ୍ଥଳ ଜଗଦଲପୁର ଠାରୁ ୧୨୯ କି.ମି. ଦୂର ବୋଲି ଜଣାପଡ଼ିଛି। ଖବର ଲେଖାଯିବା ସୁଦ୍ଧା ଭୂକମ୍ପରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିପାରି ନାହିଁ।

Advertisment

Earthquake
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ