Advertisment

ମାତିଲା ଦନ୍ତାହାତୀ; ନେଲା ୨ଜଣଙ୍କ ଜୀବନ

ମୃତକମାନେ ହେଲେ ସୁରୁବାଲି କିସାନ ଓ ଖଇରି କିସାନ । ଗତ ବିଳମ୍ବିତ ରାତିରେ କାନ୍ଥ ଭାଙ୍ଗି ଘର ଭିତରେ ପଶିଥିଲା ଦନ୍ତା ହାତୀ ।

Elephant Attack

Elephant Attack

Advertisment

ଘର ଭାଙ୍ଗି ପଶିଗଲା ଦନ୍ତା । ପରେ ଦୁଇ ଜଣଙ୍କ ନେଲା ଜୀବନ । ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଏପରି ଅଘଟଣ ଘଟିଛି । ଦୁଇ ଜଣଙ୍କୁ ଦନ୍ତା ହାତୀ ଦଳିଦେବା ଫଳରେ ସେମାନଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

Advertisment

ମୃତକମାନେ ହେଲେ ସୁରୁବାଲି କିସାନ ଓ ଖଇରି କିସାନ । ଗତ ବିଳମ୍ବିତ ରାତିରେ କାନ୍ଥ ଭାଙ୍ଗି ଘର ଭିତରେ ପଶିଥିଲା ଦନ୍ତା ହାତୀ । ଜୀବନ ବିକଳରେ ଦୌଡ଼ି ପଳାଉଥିବା ବେଳେ ଦୁଇ ଜଣଙ୍କୁ ଦଳି ଦେଇଥିଲା । ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Elephant Attack Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ