/odishatv-khabar/media/post_attachments/uploadimage/library/16_9/16_9_0/IMAGE_1699627061.jpg)
EV Scooters Fires
କଟକ ବ୍ୟାଟେରୀ ଗାଡ଼ି ସୋରୁମ୍ରେ ଭୟାବହ ଅଗ୍ନିକାଣ୍ଡ । ହୁ ହୁ ହୋଇ ଜଳିଗଲା ଇଭି ଗାଡ଼ି ସୋ’ ରୁମ୍ । ରାଣୀହାଟ କେନାଲ ରୋଡରେ ଥିବା ଇଭି ସୋରୁମ୍ରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)