Advertisment

ସରକାରୀ କ୍ୱାର୍ଟର୍ସରୁ ମିଳିଲା ମହିଳା SIଙ୍କ ଝୁଲନ୍ତା ମୃତଦେହ

କେଉଁ ପରିସ୍ଥିତିରେ ମହିଳା SIଙ୍କ ମୃତ୍ୟୁ ହେଲା ତାହା ଜଣାପଡ଼ନି। ସରକାରୀ କ୍ୱାର୍ଟର୍ସରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି।

ଅଦ୍ୟତନ ହୋଇଛି
G Udayagiri Police Station SI Found Hanging

G Udayagiri Police Station SI Found Hanging

Advertisment

ସରକାରୀ କ୍ୱାର୍ଟର୍ସରୁ ଝୁଲନ୍ତା ଅବସ୍ଥାରେ ଜଣେ ମହିଳା SIଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନାର ମହିଳା ସବ୍‌ ଇନ୍ସପେକ୍ଟର ସ୍ୱାଗତିକା ବେହେରାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ପରେ ମୃତ୍ୟୁକୁ ନେଇ ସସ୍‌ପେନ୍ସ ସୃଷ୍ଟି ହୋଇଛି।

Advertisment

ସେ ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଆଉ କିଛି କାରଣ ରହିଛି ତାହା ଜଣାପଡ଼ିନି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। SI ସ୍ୱାଗତିକା କ୍ୱାର୍ଟର୍ସରେ ଏକୁଟିଆ ରହୁଥିଲେ ବୋଲି ସୂଚନା ମିଳିଛି।

Deadbody Found Hanging SI Found Hanging G Udayagiri Police Station SI Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ