/odishatv-khabar/media/post_attachments/uploadimage/library/16_9/16_9_0/IMAGE_1684824719.jpg)
Ganja banned in Shiva shrines in Odisha
ଏଣିକି ଶୈବପୀଠରେ ବ୍ୟବହାର କରିହେବନି ଗଞ୍ଜେଇ । ଶୈବପୀଠ ମାନଙ୍କରେ ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ନିର୍ଦ୍ଦେଶ ହୋଇଛି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖି ପଦକ୍ଷେପ ନେବା ପାଇଁ କୁହାଯାଇଛି ।
Advertisment
ଗଞ୍ଜେଇ ବ୍ୟବହାର ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି । ପୂର୍ବରୁ ରାଜ୍ୟର ପ୍ରାୟ ସମସ୍ତ ଶୈବପୀଠ ଗୁଡ଼ିକରେ ଗଞ୍ଜେଇ ବ୍ୟବହାର କରାଯାଉଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)