Advertisment

ଶୈବପୀଠରେ ଲାଗିଲା କଟକଣା; ଏଣିକି ବ୍ୟବହାର ହେବନି ଗଞ୍ଜେଇ !

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖି ପଦକ୍ଷେପ ନେବା ପାଇଁ କୁହାଯାଇଛି ।

ଅଦ୍ୟତନ ହୋଇଛି
Ganja Ban In Shiva Temples

Ganja banned in Shiva shrines in Odisha

Advertisment

ଏଣିକି ଶୈବପୀଠରେ ବ୍ୟବହାର କରିହେବନି ଗଞ୍ଜେଇ । ଶୈବପୀଠ ମାନଙ୍କରେ ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ନିର୍ଦ୍ଦେଶ ହୋଇଛି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖି ପଦକ୍ଷେପ ନେବା ପାଇଁ କୁହାଯାଇଛି ।

Advertisment

ଗଞ୍ଜେଇ ବ୍ୟବହାର ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି । ପୂର୍ବରୁ ରାଜ୍ୟର ପ୍ରାୟ ସମସ୍ତ ଶୈବପୀଠ ଗୁଡ଼ିକରେ ଗଞ୍ଜେଇ ବ୍ୟବହାର କରାଯାଉଥିଲା ।

Ganja Seized Odisha Govt
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ