Advertisment

କଟକ ହଷ୍ଟେଲ୍‌ରୁ ଝୁଲନ୍ତା ମୃତଦେହ ଉଦ୍ଧାର; ଘଟଣାକୁ ନେଇ କ୍ୟାମ୍ପସରେ ଉତ୍ତେଜନା

କଟକରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । କଟକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନର ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି ।

author-image
Otv Khabar Bureau
ଅଦ୍ୟତନ ହୋଇଛି
Girl student found hanging inside her hostel room under mysterious circumstances

Girl student found hanging inside her hostel room under mysterious circumstances

କଟକରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । କଟକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନର ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ଛାତ୍ରୀଙ୍କ ଘର ପଞ୍ଜାବ ବୋଲି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

ସୂଚନା ଅନୁସାରେ, ଗତକାଲି ବିଳମ୍ୱିତ ରାତିରେ ହଷ୍ଟେଲ୍‌ ରୁମ୍‌ରେ ଝୁଲନ୍ତା ମୃତଦେହ ଦେଖି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ SCB ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଛନ୍ତି ।

ତେବେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ କ୍ୟାମ୍ପସରେ ଉତ୍ତେଜନା ଦେଖିବାକୁ ମିଳିଛି । ଶତାଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ଏକାଠି ହୋଇ ପ୍ରତିବାଦ କରିଛନ୍ତି ।

Advertisment
Cuttack Student Death
Advertisment
Advertisment