Advertisment

କମିଶନରେଟ ପୋଲିସରେ ବଡ଼ ଧରଣର ଅଦଳବଦଳ

କଟକ ଡିଆଇବି ଏସିପି ଥିବା ସତ୍ୟରଂଜନ ମଲ୍ଲିକଙ୍କୁ IUCAWକୁ ବଦଳି କରାଯାଇଥିବା ବେଳେ ଇନ୍ସପେକ୍ଟର କୃଷ୍ଣପ୍ରସାଦ ଦାସଙ୍କୁ କଟକ ଡିଆଇବିକୁ ବଦଳି କରାଯାଇଛି ।

Commissionerate Police

Commissionerate Police

Advertisment

କମିଶନରେଟ ପୋଲିସରେ ବଡ଼ ଧରଣର ଅଦଳବଦଳ । ଏସିପି, ଇନ୍ସପେକ୍ଟର, SI ସ୍ତରରେ ଅଦଳବଦଳ । ଜଣେ ଏସିପି, ୭ ଇନ୍ସପେକ୍ଟର ଏବଂ ୩୦ ସବ୍ଇନ୍ସପେକ୍ଟରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । କଟକ ଡିଆଇବି ଏସିପି ଥିବା ସତ୍ୟରଂଜନ ମଲ୍ଲିକଙ୍କୁ IUCAWକୁ ବଦଳି କରାଯାଇଥିବା ବେଳେ ଇନ୍ସପେକ୍ଟର କୃଷ୍ଣପ୍ରସାଦ ଦାସଙ୍କୁ କଟକ ଡିଆଇବିକୁ ବଦଳି କରାଯାଇଛି ।

Advertisment

ସେହିଭଳି ଇନ୍ସପେକ୍ଟର ରୀନା ଦାସଙ୍କୁ କଟକ ସଦର ଥାନା ଅତିରିକ୍ତ IIC ଭାବେ ନିଯୁକ୍ତି ଦିଆଯାଇଛି । ସେପଟେ ବିଜୟ କୁମାର ବାରିକଙ୍କୁ ସହିଦ ନଗର ଥାନା ଅତିରିକ୍ତ IIC ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ସୁଚିତ୍ରା ପରିଡ଼ାଙ୍କୁ ନୟାପଲ୍ଲୀ ଥାନା ଅତିରିକ୍ତ ଆଇଆଇସି ଭାବେ ନିଯୁକ୍ତି କରାଯାଇଛି ।

Commissionerate Police Iic Inspector Reshuffle
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ