/odishatv-khabar/media/post_attachments/uploadimage/library/16_9/16_9_0/deadbody-1_1627278607.jpg)
deadbody
CRPF କ୍ୟାମ୍ପରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବରଗଡ଼ ଗୋବିନ୍ଦପୁର ରିଜର୍ଭ ଅଫିସ୍ରେ ଥିବା ବାସଭବନରେ ଘଟିଛି ଏଇ ଘଟଣା । ମୃତ ଯବାନଙ୍କ ନାଁ ସୁବେଶ କୁମାର ସିଂ ଓ ତାଙ୍କ ଘର ଉତ୍ତରପ୍ରଦେଶରେ ବୋଲି ଜଣାପଡ଼ିଛି । CRPF କ୍ୟାମ୍ପରୁ ଉଦ୍ଧାର । ପାରିପାର୍ଶ୍ୱିକ ସ୍ଥିତିରୁ ପୋଲିସ୍ ଏହାକୁ ଏକ ଆତ୍ମହତ୍ୟା ବୋଲି ସନ୍ଦେହ କରୁଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ? ସଦର ଥାନା ପୋଲିସ୍ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)