Advertisment

CRPF କ୍ୟାମ୍ପରୁ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସଦର ଥାନା ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଅଦ୍ୟତନ ହୋଇଛି
Dead Body

deadbody

Advertisment

CRPF କ୍ୟାମ୍ପରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବରଗଡ଼ ଗୋବିନ୍ଦପୁର ରିଜର୍ଭ ଅଫିସ୍‌ରେ ଥିବା ବାସଭବନରେ ଘଟିଛି ଏଇ ଘଟଣା । ମୃତ ଯବାନଙ୍କ ନାଁ ସୁବେଶ କୁମାର ସିଂ ଓ ତାଙ୍କ ଘର ଉତ୍ତରପ୍ରଦେଶରେ ବୋଲି ଜଣାପଡ଼ିଛି । CRPF କ୍ୟାମ୍ପରୁ ଉଦ୍ଧାର । ପାରିପାର୍ଶ୍ୱିକ ସ୍ଥିତିରୁ ପୋଲିସ୍ ଏହାକୁ ଏକ ଆତ୍ମହତ୍ୟା ବୋଲି ସନ୍ଦେହ କରୁଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ? ସଦର ଥାନା ପୋଲିସ୍ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

Advertisment

Indian Army CRPF
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ