Advertisment

ଓଡ଼ିଶା ମାନବାଧିକାର କମିଶନ ସଦସ୍ୟ ପଦରୁ ଜଷ୍ଟିସ ରଘୁବୀର ଦାସଙ୍କ ଇସ୍ତଫା

ରାଜ୍ୟପାଳଙ୍କୁ ଚିଠି ଲେଖି ପଠାଇଲେ ଇସ୍ତଫା ପତ୍ର

Justice Raghubir Dash

Justice Raghubir Dash

Advertisment

ଜଷ୍ଟିସ ରଘୁବୀର ଦାସ ଓଡ଼ିଶା ମାନବାଧିକାର କମିଶନ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ରାଜ୍ୟପାଳଙ୍କୁ ଚିଠି ଲେଖି ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ସେ ତାଙ୍କ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି ।

Advertisment

ନିକଟରେ ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ହାଇକୋର୍ଟରେ ରଘୁବୀର ଦାସଙ୍କ କନିଷ୍ଠ ପାହ୍ୟାରେ ଥିବାରୁ ସେ ଏହି ପଦବୀରୁ ଇସ୍ତଫା ଦେଇଛନ୍ତି । ନିକଟରେ ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ଶତ୍ରୁଘନ ପୂଜାହାରୀ। ତେଣୁ ଆତ୍ମ ସମ୍ମାନ ଦୃଷ୍ଟିରୁ ପଦ ଛାଡ଼ିଥିବା ସେ କହିଛନ୍ତି ।

Odisha News Odisha Latest News Indian Laws
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ