• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ । କେନ୍ଦ୍ରାପଡ଼ା ମିଷ୍ଟାନ୍ନ ରସାବଳି ସଂଘର ଆବେଦନକୁ ମଞ୍ଜୁରୀ ମିଳିଛି । ଗୁଣବତ୍ତା ଓ ମାନ ଯାଞ୍ଚ ପରେ ରସାବଳିକୁ ଜିଆଇ ଟ୍ୟାଗ୍ ମିଳିଛି । କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳୀକୁ ଜିଆଇ ଟ୍ୟାଗ ଦେବାକୁ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା ।

ହେଲେ ରସାବଳିକୁ ଜିଆଇ ଟ୍ୟାଗ୍ ମିଳିବା ପରେ ବର୍ତ୍ତମାନ କେନ୍ଦ୍ରାପଡ଼ାରେ ଖୁସିର ଲହରୀ ଖେଳିଯାଇଛି । ଦୀର୍ଘ ଦିନ ହେବ କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ମାନ୍ୟତା ନେଇ ଦାବି ହୋଇ ଆସୁଥିଲା । ହେଲେ ବର୍ତ୍ତମାନ କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ମିଳିବା ପରେ ସବୁଠି ଉତ୍ସାହ ଦେଖିବାକୁ ମିଳିଛି ।