Khordha: Over 20 passengers injured as bus, en-route Bhubaneswar from Banki, overturns near Simor at
ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ । ବାଙ୍କୀରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ବସ୍ ରାସ୍ତା ତଳକୁ ଖସି ପଡିଛି । ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି ।
ସୂଚନା ଅନୁସାରେ, ୩୦ ଜଣ ଯାତ୍ରୀଙ୍କୁ ନେଇ ଏକ ଯାତ୍ରୀବାହୀ ବସ ବାଙ୍କୀରୁ ଭୁବନେଶ୍ୱର ଯାଉଥିଲା । ସେହି ସମୟରେ ବାଘମାରି-ସିମୋର ଠାରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଛି । ବସ୍ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ବେଗୁନିଆ ଅଗ୍ନିଶମ ବାହିନୀ, ବାଘମାରୀ ପୋଲିସ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରିବା ସହ ଆମ୍ୱୁଲାନ୍ସ ଯୋଗେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656826039.jpg)