Advertisment

ଆଜି ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ।

ଅଦ୍ୟତନ ହୋଇଛି
Banakalagi Niti Ritual Of Lord Jagannath

Lord Jagannath Banakalag ritual to be held today

Advertisment

ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଦତ୍ତ ମହାପାତ୍ର ସେବକ ଓ ମନ୍ଦିର ପ୍ରଶାସନ ମଧ୍ୟରେ ବିବାଦ କାରଣରୁ ଦୀର୍ଘ ୪୦ ଦିନ ଧରି ଶ୍ରୀଜିଉଙ୍କ ବନକଲାଗି ନୀତି ହୋଇପାରିନଥିଲା। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ 
ପକ୍ଷରୁ ଆବଶ୍ୟକ ସାମଗ୍ରୀ କଜ୍ଜଳ, ହିଙ୍ଗୁଳ, କେଶର ଓ ହରିତାଳ ଯୋଗାଇ ଦିଆଯାଇଛି। 

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଚଢ଼ି ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶିଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏହି ସମୟରେ ମୁଖ୍ୟ ମନ୍ଦିରର ସମସ୍ତ ଦ୍ୱାର ବନ୍ଦ 
ରହିବ।

Advertisment
Puri Srimandir
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ