/odishatv-khabar/media/post_attachments/uploadimage/library/16_9/16_9_0/IMAGE_1635664041.jpg)
Minister Pratap Jena
ଭୁବନେଶ୍ୱର: ଫୁଲବାଣୀ ଗସ୍ତରେ ଯାଇଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରୁଥିବା ସୂଚନା ମିଳିଛି। ଫୁଲବାଣୀ ସର୍କିଟ ହାଉସ୍ରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି। ଏନେଇ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଏଡିଏମ୍ଓ ଅଭୟ ପଟ୍ଟନାୟକ ସୂଚନା ଦେଇଛନ୍ତି।
Advertisment
ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟିଂ କରାଯିବ। ଏନେଇ ଭୁବନେଶ୍ୱରରୁ ଏକ ଏୟାର ଆମ୍ବୁଲାନ୍ସ ଫୁଲବାଣୀ ଅଭିମୁଖେ ବାହାରିଥିବା ସୂଚନା ମିଳିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)