Advertisment

ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଫୁଲବାଣୀ ଗସ୍ତରେ ଯାଇଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ ପ୍ରତାପ ଜେନା କଷ୍ଟ ଅନୁଭବ କରୁଥିବା ସୂଚନା ମିଳିଛି। ଫୁଲବାଣୀ ସର୍କିଟ ହାଉସ୍‌ରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି।

ଅଦ୍ୟତନ ହୋଇଛି
Minister Pratap Jena

Minister Pratap Jena

Advertisment

ଭୁବନେଶ୍ୱର: ଫୁଲବାଣୀ ଗସ୍ତରେ ଯାଇଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରୁଥିବା ସୂଚନା ମିଳିଛି। ଫୁଲବାଣୀ ସର୍କିଟ ହାଉସ୍‌ରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି। ଏନେଇ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଏଡିଏମ୍ଓ ଅଭୟ ପଟ୍ଟନାୟକ ସୂଚନା ଦେଇଛନ୍ତି।

Advertisment

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟିଂ କରାଯିବ। ଏନେଇ ଭୁବନେଶ୍ୱରରୁ ଏକ ଏୟାର ଆମ୍ବୁଲାନ୍ସ ଫୁଲବାଣୀ ଅଭିମୁଖେ ବାହାରିଥିବା ସୂଚନା ମିଳିଛି।

Minister Pratap Jena Pratap Jena
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ