Advertisment

ବାଘ ଦେଇ ଗିବନ୍ ଓ ଲିଓପାର୍ଡ କ୍ୟାଟ୍ ଆଣିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଏନେଇ ସେଣ୍ଟ୍ରାଲ୍ ଜୁ’ ଅଥୋରିଟି ପକ୍ଷରୁ ଅନୁମୋଦନ ମିଳିବା ପରେ ଇଟ୍ଟାନଗରରୁର ଏକ ଟିମ୍ ନନ୍ଦନକାନନ ଆସିଛନ୍ତି।

ଅଦ୍ୟତନ ହୋଇଛି
Nandankanan Zoological Park Updates

Leopard Cat

Advertisment

ବାଘ ଦେଇ ଗିବନ୍ ଆଣିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବ ଦୁଇଟି ହୁଲକ୍ ଗିବନ ଓ ଦୁଇଟି ଲିଓପାର୍ଡ କ୍ୟାଟ୍। ଅରୁଣାଚଳ ପ୍ରଦେଶ ଇଟ୍ଟାନଗର ପ୍ରାଣୀ ଉଦ୍ୟାନ ସହ ଏହି ହସ୍ତାନ୍ତର ପ୍ରକ୍ରିୟା ହେବ।

Advertisment

ପ୍ରତି ବଦଳରେ ନନ୍ଦନକାନନରୁ ବାଘ ରକି ଓ ବାଘୁଣୀ ଓ ୩ଟି ଘଡ଼ିଆଳ କୁମ୍ଭୀର ଦିଆଯିବ। ଏନେଇ ସେଣ୍ଟ୍ରାଲ୍ ଜୁ’ ଅଥୋରିଟି ପକ୍ଷରୁ ଅନୁମୋଦନ ମିଳିବା ପରେ ଇଟ୍ଟାନଗରରୁର ଏକ ଟିମ୍ ନନ୍ଦନକାନନ ଆସିଛନ୍ତି। ଏମାନେ ଆସନ୍ତାକାଲି ନିଜ ସହ ବାଘ ଓ ଘଡ଼ିଆଳ ନେଇ ଯିବେ। ସେହିପରି ନନ୍ଦନକାନନରୁ ଏକ ୬ଜଣିଆ ଟିମ୍ ଇଟ୍ଟାନଗର ଯାଇଛି।    

Nandankanan Zoo
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ