Nikunja Bihari Dhal CEO
ବରିଷ୍ଠ IAS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ହୋଇଛନ୍ତି । ନିକୁଞ୍ଜ ବିହାରୀ ଧଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ହୋଇଥିବା ବେଳେ ସୁଶୀଲ ଲୋହାନୀଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ତାହାସହ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ସହ ଅବକାରୀ ବିଭାଗ ଦାୟିତ୍ୱ ବି ତାଙ୍କୁ ମିଳିଛି ।
ନୂଆ SRC ଭାବେ ଅତିରିକ୍ତ ଦାୟିତ୍ୱ ସତ୍ୟବ୍ରତ ସାହୁଙ୍କୁ ଦିଆଯାଇଛି । ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହୋଇଛନ୍ତି ସତ୍ୟବ୍ରତ ସାହୁ । ଓଡ଼ିଆ ଭାଷା, ସାହିତ୍ୟ, ବିଭଗର ACS ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସଞ୍ଜୟ ସିଂଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବାବେଳେ ସୂଚନା ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ସଞ୍ଜୟ ସିଂ ହୋଇଛନ୍ତି । ଜ୍ଞାନରଞ୍ଜନ ଦାସଙ୍କୁ OSDMAର MD ଦାୟିତ୍ୱ ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1679674095.jpg)