Advertisment

ହୀରାକୁଦ ବିସ୍ଥାପିତଙ୍କ ପାଇଁ ବଡ଼ ଘୋଷଣା

ହୀରାକୁଦ ବିସ୍ଥାପିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଅଦ୍ୟତନ ହୋଇଛି
Hirakud Dam

Hirakud Dam

Advertisment

ଝାରସୁଗୁଡ଼ା: ହୀରାକୁଦ ବିସ୍ଥାପିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। 

Advertisment

ଝାରସୁଗୁଡ଼ାରେ ଆୟୋଜିତ BSKY(Biju Swastya Kalyan Yojana) କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଭର୍ଚୁଆଲ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ବିସ୍ଥାପିତଙ୍କ ପାଇଁ ଏହି ବଡ଼ ଘୋଷଣା କରିଛନ୍ତି। ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଜମି ଯୋଗାଇ ଦିଆଯିବ।

Hirakud Rehabilitation CM Naveen Patnaik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ