Advertisment

କରୋନା ପାଇଁ ଆସନ୍ତାକାଲି ଜନ୍ମଦିନ ପାଳିବେ ନାହିଁ ନବୀନ

କାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ। ଚଳିତ ବର୍ଷ ଜନ୍ମଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଳନ କରିବେ ନାହିଁ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି କାଲି ଜନ୍ମଦିନ ପାଳିବେନି ନବୀନ। ରାଜ୍ୟବାସୀଙ୍କ ଭଲ ପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ଥିବା କହିଛନ୍ତି ନବୀନ। ଏହାସହ କୋଭିଡ୍ ଯୋଗୁଁ ଦେଢ଼ ବର୍ଷ ହେଲା କଠିନ ସମୟ ଦେଇ ଗତି କରୁଛୁ। ତେଣୁ କାଲି ନବୀନ ନିବାସ ନ ଆସି ମହତ କାର୍ଯ୍ୟରେ ସାମିଲ୍ ହୁଅନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

author-image
Sarbeswar
ପ୍ଲାଜମା ଥେରାପି ଉଦ୍‌ଘାଟିତ: ମୁଖ୍ୟମନ୍ତ୍ରୀ କହିଲେ ମାଗଣାରେ ମିଳିବ ସେବା

cm-naveen

ଭୁବନେଶ୍ୱର: କାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ। ଚଳିତ ବର୍ଷ ଜନ୍ମଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଳନ କରିବେ ନାହିଁ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି କାଲି ଜନ୍ମଦିନ ପାଳିବେନି ନବୀନ। ରାଜ୍ୟବାସୀଙ୍କ ଭଲ ପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ଥିବା କହିଛନ୍ତି ନବୀନ। ଏହାସହ କୋଭିଡ୍ ଯୋଗୁଁ ଦେଢ଼ ବର୍ଷ ହେଲା କଠିନ ସମୟ ଦେଇ ଗତି କରୁଛୁ। ତେଣୁ କାଲି ନବୀନ ନିବାସ ନ ଆସି ମହତ କାର୍ଯ୍ୟରେ ସାମିଲ୍ ହୁଅନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

କେବଳ ଏତିକି ନୁହେଁ ବରଂ ମହତ କାର୍ଯ୍ୟରେ ସାମିଲ୍ ହେଲେ ତାହା ମୋ ପାଇଁ ସବୁଠୁ ବଡ଼ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ କୋଭିଡ୍ ମୃତକଙ୍କ ପରିବାରକୁ ସାହାଯ୍ୟ କରନ୍ତୁ, ରକ୍ତଦାନରେ ସାମିଲ୍ ହେବା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment
Odisha Naveen Patnaik
Advertisment
Advertisment