IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ସାମଲ ଜଳ ସଂପଦ ଯୁଗ୍ମ ସଚିବ ହୋଇଥିବାବେଳେ କନ୍ଧମାଳ ଜିଲ୍ଲାପାଳ ବୃନ୍ଦା ଡି. OSMCL ଏମ୍ଡି ହୋଇଛନ୍ତି ।
- IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
- ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ସାମଲ ହେଲେ ଜଳ ସଂପଦ ଯୁଗ୍ମ ସଚିବ
- କନ୍ଧମାଳ ଜିଲ୍ଲାପାଳ ବୃନ୍ଦା ଡି. ହେଲେ OSMCL ଏମ୍ଡି
- ପ୍ରେମଚନ୍ଦ୍ର ଚୌଧୁରୀ ହେଲେ କୃଷି ନିର୍ଦ୍ଦେଶକ
- କେ. ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ଖୋର୍ଦ୍ଧା ଜିଲ୍ଲାପାଳ
- ସଂଗ୍ରାମ ମହାପାତ୍ର ହେଲେ ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ
- ନିଖିଲ ପବନ କଲ୍ୟାଣ ହେଲେ କଟକ ମହାନଗର କମିଶନର
- ବିଜୟ ଅମୃତା କୁଲାଙ୍ଗେ ହେଲେ ଭୁବନେଶ୍ୱର ମହାନଗର କମିଶନର
- ମଧୁସ୍ମିତା ସାହୁ ହେଲେ ରାଜସ୍ୱ ବିଭାଗ ଯୁଗ୍ମ ସଚିବ
- ଗାଭାଲି ପରାଗ ହର୍ଷଦ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ
- ସ୍ୱଧା ଦେବସିଂ ହେଲେ ରାୟଗଡ଼ା ଜିଲ୍ଲାପାଳ
- ସରୋଜ କୁମାର ମିଶ୍ର ହେଲେ ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ
- ଅନନ୍ୟା ଦାସ ହେଲେ ସମ୍ବଲପୁର ଜିଲ୍ଲାପାଳ
- ଦିବ୍ୟଜ୍ୟୋତି ପରିଡ଼ା ହେଲେ ଗଂଜାମ ଜିଲ୍ଲାପାଳ
- ସିଦ୍ଧେଶ୍ୱର ବଳିରାମ ବୋନ୍ଦର ହେଲେ ଭଦ୍ରକ ଜିଲ୍ଲାପାଳ
- ତ୍ରିଲୋଚନ ମାଝୀ ହେଲେ ରାଜସ୍ୱ ବିଭାଗ ସ୍ୱତନ୍ତ୍ର ସଚିବ
- ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ହେଲେ ବାଲେଶ୍ୱର ଜିଲ୍ଲାପାଳ
- ସୋମେଶ କୁମାର ଉପାଧ୍ୟାୟ ହେଲେ ଦେବଗଡ଼ ଜିଲ୍ଲାପାଳ
- ପି. ଅନ୍ୱେଷା ରେଡ୍ଡୀ ହେଲେ କଳାହାଣ୍ଡି ଜିଲ୍ଲାପାଳ
- ପାଟିଲ ଆଶିଷ ଈଶ୍ୱର ହେଲେ କନ୍ଧମାଳ ଜିଲ୍ଲାପାଳ
- ହେମକାନ୍ତ ସାଏ ହେଲେ ନୂଆପଡ଼ା ଜିଲ୍ଲାପାଳ
- କୀର୍ତ୍ତୀ ଭାସନ ହେଲେ ଗଂଜାମ ପିଡି ଡିଆର୍ଡିଏ
- ସୂର୍ଯ୍ୟବଂଶୀ ମୟୂର ବିକାଶ ହେଲେ ଭୁବନେଶ୍ୱର ମହାନଗର ଅତିରିକ୍ତ କମିଶନର
- ଜେ. ସୋନାଲ ହେଲେ ବ୍ରହ୍ମପୁର ମହାନଗର କମିଶନର
- ଅକ୍ଷୟ ସୁନୀଲ ଅଗ୍ରୱାଲ ହେଲେ ଜିଏ ବିଭାଗ ଅନୁସଚିବ