/odishatv-khabar/media/post_attachments/uploadimage/library/16_9/16_9_0/____1686642322.jpg)
Odisha Govt Hikes DA By 4% Of Govt Employees
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ରଜ ଭେଟି। ୪% ବଢ଼ିଲା ମହଙ୍ଗା ଭତ୍ତା(DA)। ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି ପାଇଛି। ବର୍ଦ୍ଧିତ ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ।
Advertisment
ପେନ୍ସନ୍ଭୋଗୀଙ୍କ ଟିଆଇରେ ମଧ୍ୟ ୪% ବୃଦ୍ଧି ହୋଇଛି। ପେନ୍ସନ୍ଭୋଗୀ ମଧ୍ୟ ଜୁନ୍ ମାସ ପେନ୍ସନ୍ରେ ବର୍ଦ୍ଧିତ ଟିଆଇ ପାଇବେ। ଏହାଦ୍ୱାରା ୭.୫ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀ ଉପକୃତ ହେବେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)