/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706361946.jpg)
Freedom Fighter
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା । ମସ୍ତିକ ଆଘାତରେ ଆକ୍ରାନ୍ତ ହୋଇ ଗତ ବୁଧବାର ରାତିରେ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ ।
Advertisment
ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ଯାଜପୁର ବଡ଼ଚଣା ବାଲିପଡିଆ ଗାଁରେ ନୀଳମଣିଙ୍କ ଘର । ସେ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ । ଚାରିଥର ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନୀତ ହୋଇଥିଲେ ନୀଳମଣି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)