Advertisment

ଚାଲିଗଲେ ନୀଳମଣି ସାମଲ, ପରାଧୀନ ଭାରତକୁ ମୁକ୍ତ କରିବା ପାଇଁ ଭିଡ଼ିଥିଲେ ଅଣ୍ଟା

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ମୃତ୍ୟୁ ହୋଇଛି ।

ଅଦ୍ୟତନ ହୋଇଛି
Freedom Fighter

Freedom Fighter

Advertisment

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା । ମସ୍ତିକ ଆଘାତରେ ଆକ୍ରାନ୍ତ ହୋଇ ଗତ ବୁଧବାର ରାତିରେ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ ।

Advertisment

ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ଯାଜପୁର ବଡ଼ଚଣା ବାଲିପଡିଆ ଗାଁରେ ନୀଳମଣିଙ୍କ ଘର । ସେ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ । ଚାରିଥର ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନୀତ ହୋଇଥିଲେ ନୀଳମଣି ।

Freedom Fighter Passes Away
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ