Advertisment

ଆଜି ସଂଧ୍ୟାରେ ବସିବ କ୍ୟାବିନେଟ୍‌ ବୈଠକ

ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟଫର୍ମରେ ବସୁଥିବା ବୈଠକରେ ୯ଟି ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି ।

Odisha State Cabinet Meeting to be held today

Odisha State Cabinet Meeting to be held today

Advertisment

ଭୁବନେଶ୍ୱର: ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟଫର୍ମରେ ବସୁଥିବା ବୈଠକରେ ୯ଟି ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି ।

Advertisment

ଆସନ୍ତା ସପ୍ତାହରେ ପଞ୍ଚାୟତିରାଜ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବାକୁ ଥିବାରୁ ଆଜିର ବୈଠକ ଅନେକ ଗୁରୁତ୍ୱ ବହନ କରୁଛି । ଏଣୁ ପଞ୍ଚାୟତିରାଜ ବିଭାଗ ସଂପର୍କିତ ଅନେକ ଗୁଡ଼ିଏ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ମାରିବା ସମ୍ଭାବନା ରହିଛି । ଏହାଛଡ଼ା ନଗର ଉନ୍ନୟନ ଓ ସ୍ୱାସ୍ଥ୍ୟ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି ।

Odisha Odisha Cabinet Cabinet Meeting
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ