/odishatv-khabar/media/post_attachments/uploadimage/library/16_9/16_9_0/IMAGE_1679572240.jpg)
Electricity Bill
ରାଜ୍ୟରେ ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର । ଏନେଇ ସୂଚନା ଦେଲେ ଓଇଆରସି(OERC) । ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ ବୋଲି ସୂଚନା ଦିଆଯାଇଛି ।
Advertisment
ମିଳିଥିବା ସୂଚନାନୁଯାୟୀ ପୂର୍ବଭଳି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ ପିଛା ଦର ୩ ଟଙ୍କା ରହିବ । ୫୦ରୁ ୨୦୦ ୟୁନିଟ ପାଇଁ ୟୁନିଟ ପିଛା ଦର ୪ ଟଙ୍କା, ୨୦୦ରୁ ୪୦୦ ୟୁନିଟ ପାଇଁ ୟୁନିଟ ପିଛା ଦର ୫ ଟଙ୍କା ୮୦ ପଇସା ଏବଂ ୪ଶହ ୟୁନିଟରୁ ଅଧିକ ପାଇଁ ୟୁନିଟ ପିଛା ଦର ୬ ଟଙ୍କା ୨୦ ରହିବ ।
ଅଧିକ ପଢ଼ନ୍ତୁ: ମାତ୍ର ୪୪୩ ଟଙ୍କାରେ ଘରେ ଲଗାନ୍ତୁ ଏହି ସୋଲାର୍ LED ଲ୍ୟାମ୍ପ, ଆସିବ କମ୍ ବିଦ୍ୟୁତ୍ ବିଲ୍...
Advertisment
ତେବେ ଡିଜିଟାଲ ପେମେଣ୍ଟ କଲେ LT ଉପଭୋକ୍ତାଙ୍କୁ ୪% ରିହାତି ଦିଆଯିବ । ଗ୍ରାମାଞ୍ଚଳ ଉପଭୋକ୍ତାଙ୍କ ପାଇଁ ୟୁନିଟ ପିଛା ୧୦ ପଇସା ରିହାତି ଦିଆଯାଇଛି ।ରେଳ କ୍ଷେତ୍ରରେ ବିକାଶ ପାଇଁ ମଧ୍ୟ ୟୁନିଟ ପିଛା ୨୫ ପଇସା ରିହାତି ଦିଆଯିବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)