ଅଦ୍ୟତନ ହୋଇଛି
Ratna palanka of Lord Jagannath will be repaired
Advertisment
ମରାମତି ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ। ଗୁରୁତ୍ୱପୂର୍ଣ୍ଣ ମିଟିଂ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ସିଂହଦ୍ୱାର ରୁପା ଛାଉଣୀ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଛି। ଉଭୟ କାର୍ଯ୍ୟ ରଥଯାତ୍ରା ଅବଧି ମଧ୍ୟରେ ସାରିବାକୁ ନିଷ୍ପତ୍ତି ନିଆଯାଇଛି।
Advertisment
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁସାରେ, ରୁପା ଛାଉଣୀ ପାଇଁ ଆବଶ୍ୟକ ରୁପା ଦାତା ଯୋଗାଇ ଦେବେ। କେତେ ରୁପା ଲାଗିବ ଜଣାଇଲା ପରେ ଦାତା ଦେବେ। ସେହି ସମୟରେ ଉତ୍ତର ଦ୍ୱାର ଦେଇ ପ୍ରବେଶ ବ୍ୟବସ୍ଥା ହେବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1685175980.jpg)