ଖୁସି ଖବର ! ବଢ଼ିଲା ପାର୍ଟ ଟାଇମ୍‌ କର୍ମଚାରୀଙ୍କ ଦରମା

ସେମାନଙ୍କ ବେତନ ୫୫୫୫ ଟଙ୍କାରୁ ୭୦୦୦ ଟଙ୍କା ବୃଦ୍ଧି କରାଯିବା ନେଇ ସରକାର ନିଷ୍ପତ୍ତି ନେଇଛି ।

ss

ଖୁସି ଖବର । ବଢ଼ିଲା ଦରମା । ବଢ଼ିଲା ପାର୍ଟ ଟାଇମ୍‌ କର୍ମଚାରୀଙ୍କ ଦରମା । ଆଗରୁ ଥିଲା ୫୫୫୫ ଟଙ୍କା ଏବେ ହେଲା ୭୦୦୦ ଟଙ୍କା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ ଯେ, ଓଡ଼ିଶାର ସମଗ୍ର ଶିକ୍ଷା ଅଧୀନରେ କାର୍ଯ୍ୟରତ ୫ ହଜାର ୫୬ ଜଣ ପାର୍ଟ ଟାଇମ୍‌ ଇନ୍‌ଷ୍ଟ୍ରକ୍ଟରଙ୍କ ମାସିକ ବେତନ ବୃଦ୍ଧି କରାଯାଇଛି । ସେମାନଙ୍କ ବେତନ ୫୫୫୫ ଟଙ୍କାରୁ ୭୦୦୦ ଟଙ୍କା ବୃଦ୍ଧି କରାଯିବା ନେଇ ସରକାର ନିଷ୍ପତ୍ତି ନେଇଛି ।