Advertisment

ରାଜଧାନୀରେ ବଡ଼ଦିନ ଓ ଜିରୋ ନାଇଟ୍ ପାଇଁ ସୁରକ୍ଷା କଡ଼ାକଡ଼ି, ସବୁ ଚର୍ଚ୍ଚ ଆଗରେ ମୁତୟନ ହେବେ ପୋଲିସ

ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ପାଇଁ ପୋଲିସ କଡ଼ାକଡ଼ି ଚେକିଂ କରିବ । ସବୁ ଥାନାକୁ ବ୍ରେଥ୍ ଆନାଲାଇଜର ଦିଆଯାଇଛି। ସେହିପରି ଆସନ୍ତା ୨୬ ତାରିଖରେ ଜିରୋ ନାଇଟ ସେଲିବ୍ରେସନ କରୁଥିବା ହୋଟେଲ ଏବଂ କ୍ଲବ ସହ ଏକ ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ।

Security Tight For Christmas

Security Tight For Christmas

Advertisment

ବଡ଼ଦିନ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି। ସବୁ ଚର୍ଚ୍ଚ ଆଗରେ ପୋଲିସ୍ ମୁତୟନ କରାଯିବ। ଭିଡ଼କୁ ଦେଖି ଟ୍ରାଫିକ ବ୍ୟବସ୍ଥା ଉପରେ ନଜର ଦିଆଯିବ ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବଡ଼ଦିନ ଏବଂ ନୂଆବର୍ଷ ପାଇଁ ପୋଲିସ ବ୍ୟାପକ ପ୍ରସ୍ତୁତି କରିଛି। ବଡ଼ଦିନ ପାଇଁ ସବୁ ଚର୍ଚ୍ଚ ଆଗରେ ପୋଲିସ ମୁତୟନ କରାଯିବ।

Advertisment

ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ପାଇଁ ପୋଲିସ କଡ଼ାକଡ଼ି ଚେକିଂ କରିବ । ସବୁ ଥାନାକୁ ବ୍ରେଥ୍ ଆନାଲାଇଜର ଦିଆଯାଇଛି। ସେହିପରି ଆସନ୍ତା ୨୬ ତାରିଖରେ ଜିରୋ ନାଇଟ ସେଲିବ୍ରେସନ କରୁଥିବା ହୋଟେଲ ଏବଂ କ୍ଲବ ସହ ଏକ ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ।

Bhubaneswar Christmas Celebrations Commissionerate Police Zero Night Celebrations DCP Prateek Singh Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ