ଅଦ୍ୟତନ ହୋଇଛି
former MP Shivaji Patnaik passes away
Advertisment
ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ଏନେଇ ସିପିଆଇ(ଏମ୍) ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି। ଭୁବନେଶ୍ୱର ଲୋକସଭା ଆସନରୁ ବହୁବାର ନିର୍ବାଚିତ ହୋଇଥିଲେ। ୧୯୭୭ରୁ ୧୯୮୦ ଓ ୧୯୮୯ରୁ ୧୯୯୬ ପର୍ଯ୍ୟନ୍ତ ପ୍ରତିନିଧିତ୍ୱ କରିଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1653302338.jpg)