Advertisment

ଲିଙ୍ଗରାଜ ମନ୍ଦିର ସେବାୟତଙ୍କୁ ଛୁରାମାଡ଼

ଶ୍ରୀ ଲିଙ୍ଗରାଜ ମନ୍ଦିର ସେବାୟତ ନବକୁମାର ନାୟକଙ୍କୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି। ଭାଇ ସୋମନାଥ ନାୟକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

author-image
Rajalaxmi Sahoo
Sevayat Of Sri Lingaraj Temple Allegedly Stabbed

Sevayat Of Sri Lingaraj Temple Allegedly Stabbed

ସେବାୟତଙ୍କୁ ଛୁରାମାଡ଼। ଶ୍ରୀ ଲିଙ୍ଗରାଜ ମନ୍ଦିର ସେବାୟତ ନବକୁମାର ନାୟକଙ୍କୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି। ଶୌଚ ପାଇଁ ଯାଇଥିବା ସମୟରେ ତାଙ୍କ ଉପରକୁ ଆକ୍ରମଣ ହୋଇଛି।

Advertisment

ଭାଇ ସୋମନାଥ ନାୟକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର ଉପକଣ୍ଠ ଗୁଡ଼ିଆପୋଖରୀ ନିକଟ ବିଲିପଡା ଗାଁରେ ଏହି ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ନବକୁମାରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।  ଛୁରା ମାଡ଼ର କାରଣ ଜଣାପଡ଼ିନାହିଁ। ପୋଲିସ ଘଟଣାର ଛାନ୍‌ଭିନ୍‌ ଚଳାଇଛି। 

Lord Lingaraj Temple
Advertisment
Advertisment