Shree Mandir Heritage Corrider
Advertisment
ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପରେ ବେଆଇନ୍ ନିର୍ମାଣ ଓ ଖନନକୁ ନେଇ ଦାଏର ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ପୁରୀ ସିଭିଲ୍ ଜଜ୍। ସିନିଅର ଡିଭିଜନ୍ ପୁରୀ ଓକିଲ ସଙ୍ଘ ପକ୍ଷରୁ ଦାଏର ମାମଲା 179/22କୁ କୋର୍ଟ ବିଚାର ପାଇଁ ଗ୍ରହଣ କରିଛନ୍ତି। ଏଥିସହ କେନ୍ଦ୍ର ସଂସ୍କୃତି ବିଭାଗ, NMA, ASI, TATA, OBCC, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ମ୍ୟୁନିସିପାଲିଟିକୁ ନୋଟିସ ବି ଜାରି କରିଛନ୍ତି। ଆସନ୍ତା ଜୁନ୍ ୨୮ରେ ହାଜର ହୋଇ ଜବାବ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us