• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଚିଠି । ପୁଣି ୨ଟି ରୁଟ୍ ରେ ମୋ ବସ୍ ଚଳାଚଳ ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପ୍ରତିବାଦରେ ଚିଠି ଲେଖିଛି ବସ୍ ମାଲିକ ସଂଘ । ଭୁବନେଶ୍ୱର ଏୟାରପୋର୍ଟରୁ ପୁରୀ ଓ କଟକ ଏବଂ କେନ୍ଦୁଝର ଓ ବ୍ରହ୍ମପୁର ରୁଟ୍‌ରେ ବସ ଚଳାଚଳ ଯୋଜନାର ପ୍ରତିବାଦ କରିଛି ସଂଘ । ସଂଘ ଅଭିଯୋଗ କରିଛି, ବିଭିନ୍ନ ରୁଟର ମୋ ବସ୍ ଓ ଲକ୍ଷ୍ମୀ ବସ୍‌ ଚଳାଚଳ ଯୋଗୁ ଘରୋଇ ବସ୍ ମାଲିକଙ୍କୁ କ୍ଷତି ପହଞ୍ଚାଇବ ।